ରାଜ୍ୟ କୋର କମିଟି ଟିମ୍ ସହ ବୈଠକ କଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ

ମୁଁ ବର୍ଷା ଫଟୋ ନିୟୁଜ, ନିୟୁଜ ରୁମ କୁ ସ୍ୱାଗତ କରୁଛି।ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ।
ଦଳ,ସଂଗଠନକୁ ସଶକ୍ତ କରିବା ହେଉଛି ଆମ ସମସ୍ତଙ୍କ ମୂଳ ଉଦ୍ଦେଶ୍ୟ l
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ବର୍ଷ ସମଗ୍ର ବିଶ୍ୱରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି।
ଆମ ସମସ୍ତଙ୍କୁ ଲମ୍ବା ସମୟର ସଂଘର୍ଷ ଓ ସମର୍ପଣ ମନୋଭାବ ଆବଶ୍ୟକ।
ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସମସ୍ତ କାର୍ଯ୍ୟକର୍ତାଙ୍କୁ ସକ୍ଷମ କରିବା ସହ ସଂଗଠନକୁ ମଧ୍ୟ ସଶକ୍ତ କରିବ ବୋଲି ମତ ବ୍ୟକ୍ତ କଲେ ମନମୋହନ ସାମଲ।
ଜ୍ଞାନ ହେଉଛି ଶକ୍ତି ଏବଂ ଅଭିଜ୍ଞତା ହେଉଛି ମୂଲ୍ୟବାନ।
ଦେଶ ସାରା ବିଜେପି ପ୍ରତି ସକରାତ୍ମକ ଲହର ସୃଷ୍ଟି ହୋଇଛି।
ନକରାତ୍ମକ ମନୋଭାବ ରଖିଥିବା ବିରୋଧୀ ଦଳଗୁଡିକ ଏବେ ଜେନ୍‌ଜି ନାମରେ ଯୁବବର୍ଗକୁ ପଥଭ୍ରାନ୍ତ କରୁଛନ୍ତି।
ଦେଶର ଉଭୟ ଆନ୍ତରୀଣ ଓ ବାହ୍ୟ ସୁରକ୍ଷା ସହ କୌଣସି ସାଲିସ କରାଯିବନାହିଁ ବୋଲି ମତ ବ୍ୟକ୍ତ କଲେ ମନମୋହନ ସାମଲ।
   ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ଶ୍ରୀ ନିରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଚାଲିବାକୁ ଥିବା ପ୍ରଶିକ୍ଷଣ ଶିବିରକୁ ରାଷ୍ଟ୍ରୀୟ ସଭାପତି ଶ୍ରୀ ନୀତିନ ନବୀନ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରୀୟ ପ୍ରଶିକ୍ଷଣ ଟୋଲିର ସହସଂଯୋଜିକା ତଥା ସାଂସଦ ଶ୍ରୀମତୀ କବିତା ପଟିଦାର, କ୍ଷେତ୍ରୀୟ ସଂଯୋଜକ ଅଧ୍ୟାପକ ଦିନେଶାନନ୍ଦ ଗୋସ୍ୱାମୀ ଏବଂ ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଭୁବନେଶ୍ୱର ରୁ ଗିରିଧାରୀ ଲାଲ ଷଡ଼ଙ୍ଗୀଙ୍କ ରିପୋର୍ଟ ଫଟୋ ନିୟୁଜ ଟାଇମ୍ସ।

Leave a Reply

Your email address will not be published. Required fields are marked *