ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ।

ମୁଁ ବର୍ଷା ସ୍ୱାଗତ କରୁଛି ଫଟୋ ନିୟୁଜ, “ନିୟୁଜ ରୁମ “କୁ।ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ।
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରେ ବିଜେପି ର ବିପୁଳ ବିଜୟ ପରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନଗର ବିଜେପି ପକ୍ଷରୁ ନଗର ମଣ୍ଡଳ ସଭାପତି ମନୋଜ କୁମାର ରଥ ଙ୍କ ନେତୃତ୍ୱରେ ବିଜୟ ଉତ୍ସବ ପାଳନ ଅନୁଷ୍ଠିତ ହୋଇଯାଇଛି l ଏ ନେଇ ସୋମବାର ସନ୍ଧ୍ୟା ରେ ସ୍ଥାନୀୟ ପିଡବ୍ଲୁଡି ଛକ ରେ ଶତାଧିକ ବିଜେପି କର୍ମୀ ଉପସ୍ଥିତ ଥିଲେ। ଫୁଲବାଣୀ ରୁ ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ ଫଟୋ ନିୟୁଜ ଟାଇମ୍ସ।

Leave a Reply

Your email address will not be published. Required fields are marked *