ମୋର ବାପା ସ୍ୱର୍ଗତ ରାଜୁ ଭାଇ ଢୋଲକିଆଙ୍କ ଯେଉଁ ପ୍ରତିଜ୍ଞା ଥିଲା ତାକୁ ଗାଁ ନେବା ପାଇଁ ବିଜେପିରେ ସାମିଲ

ମୋର ବାପା ସ୍ୱର୍ଗତ ରାଜୁ ଭାଇ ଢୋଲକିଆଙ୍କ ଯେଉଁ ପ୍ରତିଜ୍ଞା ଥିଲା ତାକୁ ଗାଁ ନେବା ପାଇଁ ବିଜେପିରେ ସାମିଲ ହୋଇଛି ବୋଲି ମତ ରଖିଛନ୍ତି ଜୟ ଢୋଲକିୟା ।
ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଓଡିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ, ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ସୁଜିତ କୁମାର, ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ରବି ନାଏକ, ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ଗଣେଷରାମ ସିଂ ଖୁଂଟିଆ, ମନ୍ତ୍ରୀ ବିଭୂତି ଜେନା, ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ବିଧାୟକ ଜୟନାରାୟଣ ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ସମସ୍ତ ବିଧାୟକ ଗଣ, ସମସ୍ତ ପୂର୍ବତନ ବିଧାୟକ ଓ ସାଂସଦ ଗଣ, ଯଦୁମଣି ପାଣିଗ୍ରାହୀ, ପ୍ରସନ୍ନ ପାଢୀ, ହୋମସିଂ ମାଝୀ, ଅଭିନନ୍ଦନ ପଣ୍ଡା, ଖରିଆର ରୋଡ ଏନଏସି ଅଧ୍ୟକ୍ଷା ଡା.ସୋନିଆ ଜୈନ, ସ୍ୱର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ ଶ୍ରୀମତୀ କଳ୍ପନା ଢୋଲକିଆ ପ୍ରମୁଖ ଉପସ୍ଥିତ ଥିଲେ ।
ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ ହେଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା।
ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, କେନ୍ଦ୍ରମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ରାଜ୍ୟ ପ୍ରଭାରୀ ଓ ସହପ୍ରଭାରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ, ସାଂସଦ, ବିଧାୟକ, ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ତାରକା ପ୍ରଚାରକ ତାଲିକାରେ ସାମିଲ।
ଏହି ତାଲିକାରେ ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଶ୍ରୀ ଜୁଏଲ ଓରାମ, ଛତିଶଗଡ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଏ, କ୍ଷେତ୍ରୀୟ ପ୍ରଭାରୀ ଶ୍ରୀ ସୁନୀଲ ବଂସଲ, ରାଷ୍ଟ୍ରୀୟ ଉପସଭାପତି ତଥା ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଭି ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅରୁଣ ସାଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡ. ସମ୍ବିତ ପାତ୍ର, ବରିଷ୍ଠ ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି ତଥା ବରିଷ୍ଠ ନେତା ଶ୍ରୀ ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ସାଂସଦ ଶ୍ରୀ ବିଜମୋହନ ଅଗ୍ରଓ୍‌ôାଲ, ଶ୍ରୀମତୀ ସଂଗୀତା ସିଂହଦେଓ, ପଂଚାୟତିରାଜ ଏବଂ ପାନୀୟ ଜଳ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଆଦିବାସୀ କଲ୍ୟାଣ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଛତିଶଗଡ ରାଜ୍ୟ ସରକାରଙ୍କ ମନ୍ତ୍ରୀ ଗୁରୁ ଖୁସଓ୍‌ôନ୍ତ ସାହବ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, ସାଂସଦ ଶ୍ରୀମତୀ ରୁପକୁମାରୀ ଚୈାଧୁରୀ, ଶ୍ରୀମତୀ ମାଳବିକା ଦେବୀ, ପୂର୍ବତନ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ, ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ପୂର୍ବତନ ସାଂସଦ ଶ୍ରୀ ଅନୁଭବ ମହାନ୍ତି, ବିଧାୟକ ଶ୍ରୀ ଆକାଶ ଦାଶ ନାୟକ, ରାଜ୍ୟ ସାଧାରଣ ସଂପାଦକ(ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ବରିଷ୍ଠ ନେତା ଶ୍ରୀ ରଞ୍ଜନ କୁମାର ପଟେଲ, ପ୍ରସିଦ୍ଧ ଅଭିନେତା ତଥା ଛତିଶଗଡ ବିଧାୟକ ଶ୍ରୀ ଅନୁଜ ଶର୍ମା, ଶ୍ରୀ ରୋହିତ ସାହୁ, ଶ୍ରୀ ଯୋଗେଶ୍ୱର ରାଜୁ ସିହ୍ନା, ଶ୍ରୀ ଲକ୍ଷ୍ମଣ ବାଗ ଏବଂ ଶ୍ରୀ ସନତ ଗଡତିଆ ପ୍ରମୁଖ ସାମିଲ ଅଛନ୍ତି ।
ଏହି ଅବସରରେ ରାଜ୍ୟ ଉପସଭାନେତ୍ରୀ ସୁଶ୍ରୀ ସୁକେଶୀ ଓରାମ, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ଦିଲୀପ ମଲ୍ଲିକ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ କୁମାର ଦାସ, ରାଜ୍ୟ ଲିଗାଲ ସେଲ ସଂଯୋଜକ ଜୟନ୍ତ ଜେନା, ବରିଷ୍ଠ ନେତା ମୁରଲୀ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।
ଗିରିଧାରୀ ଲାଲ ଷଡ଼ଙ୍ଗୀଙ୍କ ରିପୋର୍ଟ, ଫଟୋ ନ୍ୟୁଜ ଟାଇମସ।

Leave a Reply

Your email address will not be published. Required fields are marked *