ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ବର୍ତ୍ତମାନର ସମୟ ହିଁ ପ୍ରକୃଷ୍ଟ ସମୟ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର : ଓଡ଼ିଶାକୁ ଏକ ସମୃଦ୍ଧ ଓ ଶିଳ୍ପୋନ୍ନତ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ଆରମ୍ଭ ହୋଇଯାଇଛି ଉତ୍କର୍ଷ ଓଡ଼ିଶା-ମେକଇନ୍ ଓଡ଼ିଶା କନକ୍ଲେଭ। ଭୁବନେଶ୍ୱର ଜନତା…