ଭୁବନେଶ୍ୱର: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ପାଚକ, ପାଚିକାଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି
