ପାଚକ, ପାଚିକାଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର:  ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

Leave a Reply

Your email address will not be published. Required fields are marked *